Drasta / Najlacnejšie knihy
Drasta

Code: 45290266

Drasta

by Kahlil Gibran, Manoranjan Pattanayak

ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।              ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ... more

13.90

RRP: 14.17 €

You save 0.27 €


In stock at our supplier
Shipping in 14 - 21 days
Add to wishlist

You might also like

Give this book as a present today
  1. Order book and choose Gift Order.
  2. We will send you book gift voucher at once. You can give it out to anyone.
  3. Book will be send to donee, nothing more to care about.

Book gift voucher sampleRead more

More about Drasta

You get 34 loyalty points

Book synopsis

ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।

              ଜିବ୍ରାନଙ୍କର "ଦ୍ରଷ୍ଟା" ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର "ଗୀତାଂଜଳି"ର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍‌ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, "ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।"୍‌

              ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି ।

              ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରଥମ ପ୍ରକାଶନ ପରେ ୨୦୧୨ ମସିହା ପର୍ଯ୍ୟନ୍ତ (୮୯ ବର୍ଷରେ) ଇଂରେଜୀ ବହିର ୯୦ ଲକ୍ଷ କପି ବିକ୍ରୀ ହୋଇଛି । ଏହି ବହିଟିର ଅନୁବାଦ ୧୦୮ ଭାଷାରେ କରାଯାଇଛି । ୯୫ ବର୍ଷର ଇତିହାସରେ ୨୦୧୮ ମସିହା ପର୍ଯ୍ୟନ୍ତ ଇଂରେଜୀ ବହିର ୧୮୮ଟି ମୁଦ୍ରଣ ହୋଇ ସାରିଛି ।

Book details

Book category Books in German Belletristik Lyrik, Dramatik

13.90

Trending among others



Collection points Bratislava a 12772 dalších

Copyright ©2008-26 najlacnejsie-knihy.sk All rights reservedPrivacyCookies


Account: Log in
Všetky knihy sveta na jednom mieste. Navyše za skvelé ceny.

Shopping cart ( Empty )

For free shipping
shop for 59,99 € and more

You are here: